ପ୍ରେରିତ 9:22 - ପବିତ୍ର ବାଇବଲ (CL) NT (BSI)22 କିନ୍ତୁ ଶାଉଲଙ୍କ ପ୍ରଚାର ଅତୀବ ଶକ୍ତିଶାଳୀ ଥିଲା, ଯୀଶୁ ଯେ ମସୀହ, ଏ ସମ୍ବନ୍ଧରେ ତାଙ୍କର ପ୍ରମାଣ ଏତେ ଯୁକ୍ତିସଙ୍ଗତ ଥିଲା ଯେ ଦାମାସ୍କସ୍ରେ ବାସ କରୁଥିବା ଇହୁଦୀମାନେ ତାଙ୍କର କୌଣସି କଥାର ଉତ୍ତର ଦେଇପାରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦାମାସ୍କସ୍ନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ। Viz kapitolaଓଡିଆ ବାଇବେଲ22 କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ। Viz kapitolaପବିତ୍ର ବାଇବଲ22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ। Viz kapitola |