କଲସୀୟ 1:15 - ପବିତ୍ର ବାଇବଲ (CL) NT (BSI)15 ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ଅଦୃଶ୍ୟ ଈଶ୍ଵରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, Viz kapitolaଓଡିଆ ବାଇବେଲ15 ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, Viz kapitolaପବିତ୍ର ବାଇବଲ15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି। Viz kapitola |