କଲସୀୟ 1:26 - ପବିତ୍ର ବାଇବଲ (CL) NT (BSI)26 ସେହି ସୁସମାଚାର ଏକ ନିଗୂଢ଼ ତତ୍ତ୍ୱ। ଯୁଗ ଯୁଗ ଧରି ଈଶ୍ୱର ସମସ୍ତଙ୍କଠାରୁ ଏହା ଗୁପ୍ତ ରଖିଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କର ଲୋକମାନଙ୍କ ନିକଟରେ ପ୍ରକାଶ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେହି ନିଗୂଢ଼ ତତ୍ତ୍ଵ ପୂର୍ବଯୁଗ ଓ ପୂର୍ବପୁରୁଷ-ମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି। Viz kapitolaଓଡିଆ ବାଇବେଲ26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି। Viz kapitolaପବିତ୍ର ବାଇବଲ26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା। Viz kapitola |