କଲସୀୟ 3:14 - ପବିତ୍ର ବାଇବଲ (CL) NT (BSI)14 ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ। Viz kapitolaଓଡିଆ ବାଇବେଲ14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। Viz kapitolaପବିତ୍ର ବାଇବଲ14 ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ। Viz kapitola |