କଲସୀୟ 3:7 - ପବିତ୍ର ବାଇବଲ (CL) NT (BSI)7 ଦିନେ ତୁମ୍ଭେମାନେ ଏହି ସବୁ କୁପ୍ରବୃତ୍ତିର ବଶବର୍ତ୍ତୀ ହୋଇ ଜୀବନ ଯାପନ କରୁଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହିପ୍ରକାରେ ଆଚରଣ କରୁଥିଲ। Viz kapitolaଓଡିଆ ବାଇବେଲ7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। Viz kapitolaପବିତ୍ର ବାଇବଲ7 ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ। Viz kapitola |