କଲସୀୟ 4:12 - ପବିତ୍ର ବାଇବଲ (CL) NT (BSI)12 ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। Viz kapitolaଓଡିଆ ବାଇବେଲ12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। Viz kapitolaପବିତ୍ର ବାଇବଲ12 ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ପରିପକ୍ୱ ହୁଅ, ଓ ପରମେଶ୍ୱର ଯାହାକିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି। Viz kapitola |