ଏଫିସୀୟ 2:18 - ପବିତ୍ର ବାଇବଲ (CL) NT (BSI)18 ଖ୍ରୀଷ୍ଟଙ୍କ ଦ୍ୱାରା ହିଁ ଇହୁଦୀ ଓ ଅଣଇହୁଦୀ ସମସ୍ତେ ଏକ ଆତ୍ମାରେ ପିତାଙ୍କ ସମ୍ମୁଖକୁ ଆସିବା ପାଇଁ ସକ୍ଷମ ହୋଇଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ଵାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ। Viz kapitolaଓଡିଆ ବାଇବେଲ18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ। Viz kapitolaପବିତ୍ର ବାଇବଲ18 କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା। Viz kapitola |