ଏଫିସୀୟ 4:14 - ପବିତ୍ର ବାଇବଲ (CL) NT (BSI)14 ପବନର ଗତିରେ ଓ ତରଙ୍ଗର ଧକ୍କାରେ ଇତସ୍ତତଃ ହେଉଥିବା ଶିଶୁମାନଙ୍କ ପରି ଆମ୍ଭେମାନେ ଆଉ ଅସ୍ଥିର ହେବା ନାହିଁ। ଅନ୍ୟମାନଙ୍କୁ ବିପଥଗାମୀ କରାଉଥିବା ପ୍ରତାରକମାନଙ୍କର କୌଶଳପୂର୍ଣ୍ଣ ଶିକ୍ଷାରେ ଆମେ ବିଚଳିତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ, Viz kapitolaଓଡିଆ ବାଇବେଲ14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, Viz kapitolaପବିତ୍ର ବାଇବଲ14 ତା'ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି, Viz kapitola |