ଏଫିସୀୟ 4:7 - ପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟ ଦେଇଥିବା ପରିମାଣ ଅନୁଯାୟୀ ଆମେ ପ୍ରତ୍ୟେକେ ଗୋଟିଏ ଗୋଟିଏ ବିଶେଷ ଦାନ ପାଇଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦତ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। Viz kapitolaପବିତ୍ର ବାଇବଲ7 ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି। Viz kapitola |