ଏଫିସୀୟ 5:10 - ପବିତ୍ର ବାଇବଲ (CL) NT (BSI)10 ପ୍ରଭୁଙ୍କର ସନ୍ତୋଷଭାଜନ ହେବା ପାଇଁ ଶିକ୍ଷା କର। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପ୍ରଭୁଙ୍କର କଅଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; Viz kapitolaଓଡିଆ ବାଇବେଲ10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; Viz kapitolaପବିତ୍ର ବାଇବଲ10 କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ। Viz kapitola |