ଏଫିସୀୟ 5:12 - ପବିତ୍ର ବାଇବଲ (CL) NT (BSI)12 (ବାସ୍ତବିକ, ସେମାନେ ଗୁପ୍ତରେ ଯାହା ସବୁ କରନ୍ତି, ସେ ବିଷୟ ଉଲ୍ଲେଖ କରିବା ଲଜ୍ଜାଜନକ।) Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ, Viz kapitolaଓଡିଆ ବାଇବେଲ12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ, Viz kapitolaପବିତ୍ର ବାଇବଲ12 ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ। Viz kapitola |