ଏଫିସୀୟ 5:20 - ପବିତ୍ର ବାଇବଲ (CL) NT (BSI)20 ସର୍ବଦା ସବୁ ବିଷୟ ପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ, Viz kapitolaଓଡିଆ ବାଇବେଲ20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ, Viz kapitolaପବିତ୍ର ବାଇବଲ20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର। Viz kapitola |