ଏଫିସୀୟ 5:28 - ପବିତ୍ର ବାଇବଲ (CL) NT (BSI)28 ସ୍ୱାମୀମାନେ ନିଜ ଶରୀର ତୁଲ୍ୟ ମନେ କରି ନିଜ ସ୍ତ୍ରୀକୁ ପ୍ରେମ କରିବା ଉଚିତ। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ନିଜକୁ ପ୍ରେମ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେହିପରି ସ୍ଵାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; Viz kapitolaଓଡିଆ ବାଇବେଲ28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍ । ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; Viz kapitolaପବିତ୍ର ବାଇବଲ28 ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା। ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ। Viz kapitola |