ଏଫିସୀୟ 6:6 - ପବିତ୍ର ବାଇବଲ (CL) NT (BSI)6 କେବଳ ମୁନିବ ତୁମକୁ ଲକ୍ଷ୍ୟ କରୁଥିବା ସମୟରେ ତାଙ୍କର ସନ୍ତୋଷଭାଜନ ହେବା ପାଇଁ ଏହା ନ କରି, ଖ୍ରୀଷ୍ଟଙ୍କ କ୍ରୀତଦାସ ରୂପେ ତୁମର ସମସ୍ତ ହୃଦୟ ଦେଇ ଈଶ୍ୱରଙ୍କ ଇଚ୍ଛା ସାଧନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର। Viz kapitolaଓଡିଆ ବାଇବେଲ6 ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ୱରଙ୍କ ଇଚ୍ଛା ସାଧନ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର। Viz kapitolaପବିତ୍ର ବାଇବଲ6 ମାଲିକ ଉପସ୍ଥିତ ଥିଲାବେଳେ ତୁମ୍ଭେ ସେମାନଙ୍କୁ ଖୁସୀ କରିବା ପାଇଁ କେବଳ ଆଜ୍ଞା ପାଳନ କଲେ ହେବ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ଯ୍ୟ ବିଶ୍ୱସ୍ତ ଭାବରେ ସବୁ ସମୟରେ କରିବାକୁ ହେବ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ୟ ହୋଇଛ, ଠିକ୍ ସେହିପରି ନିଜ ମାଲିକମାନଙ୍କର ମଧ୍ୟ ବାଧ୍ୟ ହେବ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ୱର ଗ୍ଭହାନ୍ତି, ତୁମ୍ଭେ ତାହା କରିବ। Viz kapitola |