ଗାଲାତୀୟ 1:1 - ପବିତ୍ର ବାଇବଲ (CL) NT (BSI)1-2 ମୁଁ ପ୍ରେରିତ ଶିଷ୍ୟ ପାଉଲ ଓ ଏଠାରେ ଥିବା ସମସ୍ତ ଭାଇମାନେ ଗାଲାତୀୟ ମଣ୍ଡଳୀମାନଙ୍କୁ ଅଭିବାଦନ ଜଣାଉଅଛୁ। ପ୍ରେରିତ ଶିଷ୍ୟ ହେବା ପାଇଁ ମୁଁ ମନୁଷ୍ୟଠାରୁ କିମ୍ବା ମନୁଷ୍ୟର ମଧ୍ୟସ୍ଥତାରେ ଆହ୍ୱାନ ପାଇ ନାହିଁ - ଏହି ଆହ୍ୱାନ, ସ୍ୱୟଂ ପିତା ଈଶ୍ୱରଙ୍କଠାରୁ ଓ ସେ ଯାହାଙ୍କୁ ମୃତ୍ୟୁରୁ ଉଠାଇ ଅଛନ୍ତି, ସେହି ଯୀଶୁ ଖ୍ରୀଷ୍ଟଙ୍କଠାରୁ ପାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ ପାଉଲ, ଜଣେ ପ୍ରେରିତ (ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ଵାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଏବଂ ଯେଉଁ ପିତା ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ଵାରା), Viz kapitolaଓଡିଆ ବାଇବେଲ1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା, Viz kapitolaପବିତ୍ର ବାଇବଲ1 ପ୍ରେରିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ରେରିତ ହେବା ପାଇଁ ମନୁଷ୍ୟ ଦ୍ୱାରା ବଛା ଯାଇ ନାହିଁ କି ମନୁଷ୍ୟ ଦ୍ୱାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁ ଖ୍ରୀଷ୍ଟ ଓ ପରମପିତା ପରମେଶ୍ୱରଙ୍କ ଦ୍ୱାରା ପ୍ରେରିତ ଭାବେ ନିଯୁକ୍ତି ପାଇଛି। ସେହି ପରମପିତା ହିଁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। Viz kapitola |