ଗାଲାତୀୟ 1:4 - ପବିତ୍ର ବାଇବଲ (CL) NT (BSI)4 ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; Viz kapitolaଓଡିଆ ବାଇବେଲ4 ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; Viz kapitolaପବିତ୍ର ବାଇବଲ4 ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ। Viz kapitola |