ଗାଲାତୀୟ 1:7 - ପବିତ୍ର ବାଇବଲ (CL) NT (BSI)7 ପ୍ରକୃତରେ ‘ଅନ୍ୟ କୌଣସି ସୁସମାଚାର’ ନାହିଁ। କିନ୍ତୁ ମୁଁ ଏପରି କହୁଛି, କାରଣ କେତେକ ଖ୍ରୀଷ୍ଟଙ୍କ ସୁସମାଚାରକୁ ଅନ୍ୟ ରୂପ ଦେଇ, ତୁମ୍ଭମାନଙ୍କୁ ବିଚଳିତ କରିବାକୁ ଚେଷ୍ଟା କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। Viz kapitolaଓଡିଆ ବାଇବେଲ7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। Viz kapitolaପବିତ୍ର ବାଇବଲ7 ପ୍ରକୃତରେ ଆଉ ଅନ୍ୟ କୌଣସି ସୁସମାଗ୍ଭର ନାହିଁ। କିନ୍ତୁ କେତେକ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଗ୍ଭରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି। Viz kapitola |