ଗାଲାତୀୟ 3:14 - ପବିତ୍ର ବାଇବଲ (CL) NT (BSI)14 ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଆଶୀର୍ବାଦ ପ୍ରଦାନ କରିବାକୁ ପ୍ରତିଜ୍ଞା କରିଥିଲେ, ଅଣଇହୁଦୀମାନେ ମଧ୍ୟ ଯେପରି ତାହା ଲାଭ କରି ପାରିବେ, ଏଥିପାଇଁ ଖ୍ରୀଷ୍ଟ ଏହି କାର୍ଯ୍ୟ ସାଧନ କରିଛନ୍ତି। ତେଣୁ ବିଶ୍ୱାସ ଦ୍ୱାରା ଆମେ ମଧ୍ୟ ଈଶ୍ୱରଙ୍କ ପ୍ରତିଶ୍ରୁତି ଅନୁସାରେ ପବିତ୍ର ଆତ୍ମା ଲାଭ କରିପାରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ। Viz kapitolaଓଡିଆ ବାଇବେଲ14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ। Viz kapitolaପବିତ୍ର ବାଇବଲ14 ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ୟ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ୱାସ ଦ୍ୱାରା ଆମ୍ଭେ ସମସ୍ତେ ସେହି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇ ପାରିବା। Viz kapitola |