ଗାଲାତୀୟ 4:19 - ପବିତ୍ର ବାଇବଲ (CL) NT (BSI)19 ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି। Viz kapitolaଓଡିଆ ବାଇବେଲ19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି। Viz kapitolaପବିତ୍ର ବାଇବଲ19 ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି। Viz kapitola |