Online Bible

- Reklamy -




ଗାଲାତୀୟ 4:29 - ପବିତ୍ର ବାଇବଲ (CL) NT (BSI)

29 ଦିନେ ସ୍ୱାଭାବିକଭାବେ ଜନ୍ମ ଗ୍ରହଣ କରିଥିବା ପୁତ୍ର ଈଶ୍ୱରଙ୍କ ପବିତ୍ରଆତ୍ମାଙ୍କଠାରୁ ଜନ୍ମ ଗ୍ରହଣ କରିଥିବା ପୁତ୍ରକୁ ଉତ୍ପୀଡ଼ନ କରିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ଶାରୀରିକ ସ୍ଵଭାବାନୁସାରେ ଯେ ଜାତ, ସେ ଯେପରି ସେସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି।

Viz kapitola kopírovat

ଓଡିଆ ବାଇବେଲ

29 କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାହାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି।

Viz kapitola kopírovat




ଗାଲାତୀୟ 4:29

Následuj nás:

Reklamy


Reklamy