ଗାଲାତୀୟ 4:5 - ପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଆବଶ୍ୟକୀୟ ମୂଲ୍ୟ ଦେଇ ସେହି ବ୍ୟବସ୍ଥାର ବନ୍ଧନରୁ ଅନ୍ୟମାନଙ୍କୁ ମୁକ୍ତ କରାଇବା ଓ ସେମାନଙ୍କୁ ଈଶ୍ୱରଙ୍କ ପୁତ୍ର ହେବାର ସୁଯୋଗ ଦେବା ତାଙ୍କ ଜୀବନର ଉଦ୍ଦେଶ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେପରି ସେ ମୂଲ୍ୟ ଦେଇ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି ଆମ୍ଭେମାନେ ପୁତ୍ରତ୍ଵର ଅଧିକାର ପ୍ରାପ୍ତ ହେଉ। Viz kapitolaଓଡିଆ ବାଇବେଲ5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ। Viz kapitolaପବିତ୍ର ବାଇବଲ5 ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ। Viz kapitola |