ଗାଲାତୀୟ 4:7 - ପବିତ୍ର ବାଇବଲ (CL) NT (BSI)7 ତେଣୁ ତୁମ୍ଭେମାନେ ଆଉ କ୍ରୀତଦାସ ନୁହଁ, ପୁତ୍ର ଅଟ। ତୁମ୍ଭେମାନେ ତାଙ୍କର ପୁତ୍ର ହୋଇଥିବାରୁ, ଈଶ୍ୱର ତାଙ୍କ ପୁତ୍ରମାନଙ୍କ ପାଇଁ ଯାହା କିଛି ରଖିଅଛନ୍ତି, ସେସବୁ ତୁମ୍ଭମାନଙ୍କୁ ଦାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି ଯଦି ପୁତ୍ର, ତେବେ ଈଶ୍ଵରଙ୍କ କର୍ତ୍ତୃକ ଉତ୍ତରାଧିକାରୀ। Viz kapitolaଓଡିଆ ବାଇବେଲ7 ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ୱରଙ୍କ କର୍ତ୍ତୃକ ଉତ୍ତରାଧିକାରୀ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ। Viz kapitolaପବିତ୍ର ବାଇବଲ7 ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ। Viz kapitola |