ଗାଲାତୀୟ 5:2 - ପବିତ୍ର ବାଇବଲ (CL) NT (BSI)2 ମୁଁ ପାଉଲ, ଯାହା କହୁଅଛି ଶୁଣ; ତୁମ୍ଭେମାନେ ଯଦି ସୁନ୍ନତ ବିଧି ପାଳନ କର, ତା’ର ଅର୍ଥ ହେବ, ତୁମ୍ଭମାନଙ୍କ ପାଇଁ ଖ୍ରୀଷ୍ଟଙ୍କର କୌଣସି ପ୍ରୟୋଜନ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ। Viz kapitolaଓଡିଆ ବାଇବେଲ2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ। Viz kapitolaପବିତ୍ର ବାଇବଲ2 ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା'ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ। Viz kapitola |