ଗାଲାତୀୟ 5:5 - ପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଆମେ ଆଶା ପୋଷଣ କରୁଛୁ ଯେ, ଈଶ୍ୱର ଆମକୁ ତାଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ କରିବେ; ଆମ ବିଶ୍ୱାସର ଫଳ ସ୍ୱରୂପ, ଆମ ଭିତରେ କାର୍ଯ୍ୟ କରୁଥିବା ପରମାତ୍ମାଙ୍କ ଶକ୍ତି ଦ୍ୱାରା ଏହା ସାଧିତ ହେବ ବୋଲି ଅପେକ୍ଷା କରି ରହିଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। Viz kapitolaଓଡିଆ ବାଇବେଲ5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। Viz kapitolaପବିତ୍ର ବାଇବଲ5 ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ। Viz kapitola |