ଗାଲାତୀୟ 5:6 - ପବିତ୍ର ବାଇବଲ (CL) NT (BSI)6 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର। Viz kapitolaଓଡିଆ ବାଇବେଲ6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର। Viz kapitolaପବିତ୍ର ବାଇବଲ6 ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ। Viz kapitola |