ଗାଲାତୀୟ 6:8 - ପବିତ୍ର ବାଇବଲ (CL) NT (BSI)8 ଯିଏ ପ୍ରାକୃତିକ ଲାଳସା କ୍ଷେତ୍ରରେ ବୀଜ ବୁଣେ, ସେ ମୃତ୍ୟୁରୂପ ଫସଲ ଅମଳ କରିବ। ଯଦି ସେ ପବିତ୍ର ଆତ୍ମାଙ୍କ କ୍ଷେତ୍ରରେ ବୁଣିବ, ତେବେ ଅନନ୍ତ ଜୀବନରୂପ ଫସଲ ଅମଳ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ। Viz kapitolaଓଡିଆ ବାଇବେଲ8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ। Viz kapitolaପବିତ୍ର ବାଇବଲ8 ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ। Viz kapitola |