ଏବ୍ରୀ 1:4 - ପବିତ୍ର ବାଇବଲ (CL) NT (BSI)4 ସେ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଯେପରି ଶ୍ରେଷ୍ଠ, ତାଙ୍କର ନାମ ମଧ୍ୟ ସେହିପରି ସେମାନଙ୍କ ନାମ ଅପେକ୍ଷା ମହତ୍ତର, Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ଯେଉଁ ପରିମାଣରେ ସ୍ଵର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ4 ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ4 ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି। Viz kapitola |