ଏବ୍ରୀ 10:14 - ପବିତ୍ର ବାଇବଲ (CL) NT (BSI)14 ଯେଉଁମାନେ ପାପରୁ ପରିଷ୍କୃତ ହୋଇ ଶୁଚି ହୋଇଛନ୍ତି, ସେହି ଏକମାତ୍ର ବଳିଦାନ ଦ୍ୱାରା ସେମାନଙ୍କୁ ସେ ଚିରକାଳ ପାଇଁ ସିଦ୍ଧ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ଵାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି। Viz kapitolaଓଡିଆ ବାଇବେଲ14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି। Viz kapitolaପବିତ୍ର ବାଇବଲ14 ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି। Viz kapitola |