ଏବ୍ରୀ 10:19 - ପବିତ୍ର ବାଇବଲ (CL) NT (BSI)19 ତେଣୁ ହେ, ଭାଇମାନେ ଯୀଶୁଙ୍କ ମରଣ ହେତୁ ଆମେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବାକୁ ପୂର୍ଣ୍ଣ ଅଧିକାର ପାଇଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅତଏବ, ହେ ଭାଇମାନେ, ଯୀଶୁବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ଵାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, Viz kapitolaଓଡିଆ ବାଇବେଲ19 ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, Viz kapitolaପବିତ୍ର ବାଇବଲ19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା। Viz kapitola |