ଏବ୍ରୀ 10:20 - ପବିତ୍ର ବାଇବଲ (CL) NT (BSI)20 ସେ ତାଙ୍କର ଶରୀରରୂପ ପର୍ଦ୍ଦା ମଧ୍ୟଦେଇ ଆମ୍ଭମାନଙ୍କ ନିମନ୍ତେ ଏକ ନୂତନ ଜୀବନ୍ତ ପଥ ଉନ୍ମୁକ୍ତ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ଵାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ Viz kapitolaଓଡିଆ ବାଇବେଲ20 ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ Viz kapitolaପବିତ୍ର ବାଇବଲ20 ଯୀଶୁଙ୍କ ଦ୍ୱାରା ଖୋଲି ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦେଇ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ୟଦେଇ ଯାଏ ଯାହାକି ଯୀଶୁଙ୍କ ଶରୀର ଅଟେ। Viz kapitola |