ଏବ୍ରୀ 10:23 - ପବିତ୍ର ବାଇବଲ (CL) NT (BSI)23 ଯେଉଁ ଭରସା ଆମ୍ଭମାନଙ୍କର ଅଛି ବୋଲି ସ୍ୱୀକାର କରୁଛୁ, ସେଥିରେ ଆମେ ଦୃଢ଼ ରହିବା ଉଚିତ, କାରଣ ଆମେ ଈଶ୍ୱରଙ୍କ ପ୍ରତିଶ୍ରୁତି ଉପରେ ଆସ୍ଥା ରଖିପାରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆମ୍ଭେମାନେ ଯେଉଁ ଭରସା ସ୍ଵୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ଵସ୍ତନ୍ତ Viz kapitolaଓଡିଆ ବାଇବେଲ23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ; Viz kapitolaପବିତ୍ର ବାଇବଲ23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା। Viz kapitola |