ଏବ୍ରୀ 10:26 - ପବିତ୍ର ବାଇବଲ (CL) NT (BSI)26 ଆମ୍ଭମାନଙ୍କ ନିକଟରେ ସତ୍ୟ ପ୍ରକାଶିତ ହେବା ପରେ ଆମେ ଯଦି ଜାଣି ଶୁଣି ପାପରେ ଲିପ୍ତ ରହୁ, ତେବେ ଆଉ କୌଣସି ବଳିଦାନ ଆମକୁ ପାପରୁ ମୁକ୍ତ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, Viz kapitolaଓଡିଆ ବାଇବେଲ26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, Viz kapitolaପବିତ୍ର ବାଇବଲ26 ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା'ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ। Viz kapitola |