ଏବ୍ରୀ 11:33 - ପବିତ୍ର ବାଇବଲ (CL) NT (BSI)33 ବିଶ୍ୱାସରେ ଏମାନେ ବିଭିନ୍ନ ଦେଶ ବିରୁଦ୍କଧରେ ଯୁଦ୍ଧ କରି ବିଜୟୀ ହୋଇଥିଲେ। ଏମାନେ ବିହିତ କର୍ମ ସାଧନ କଲେ, ଈଶ୍ୱର ପ୍ରତିଜ୍ଞା କରିଥିବା ବିଷୟମାନ ପ୍ରାପ୍ତ ହେଲେ; ସିଂହ ମୁଖ ବନ୍ଦ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)33 ବିଶ୍ଵାସ ଦ୍ଵାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ, Viz kapitolaଓଡିଆ ବାଇବେଲ33 ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, Viz kapitolaପବିତ୍ର ବାଇବଲ33 ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ। Viz kapitola |