ଏବ୍ରୀ 11:35 - ପବିତ୍ର ବାଇବଲ (CL) NT (BSI)35 ବିଶ୍ୱାସ ବଳରେ ନାରୀମାନେ ସେମାନଙ୍କର ମୃତ ଆତ୍ମୀୟମାନଙ୍କୁ ଜୀବିତ ଅବସ୍ଥାରେ ଫେରି ପାଇଲେ। ଅନ୍ୟମାନେ ଏକ ମହତ୍ତର ଜୀବନ ଲାଭ କରିବା ଆଶାରେ ନିଜର ସ୍ୱାଧୀନତାକୁ ଜଳାଞ୍ଚଳି ଦେଇ ଯନ୍ତ୍ରଣାଦାୟକ ମୃତ୍ୟୁ ବରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ଵାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। Viz kapitolaଓଡିଆ ବାଇବେଲ35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। Viz kapitolaପବିତ୍ର ବାଇବଲ35 ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ। Viz kapitola |