ଏବ୍ରୀ 11:5 - ପବିତ୍ର ବାଇବଲ (CL) NT (BSI)5 ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗରୁ ରକ୍ଷା ପାଇଥିଲେଏ। ଈଶ୍ୱର ତାଙ୍କୁ ନିଜ ନିକଟକୁ ନେଇ ଯାଇଥିଲେ ଏବଂ ତାଙ୍କୁ କେହି ଆଉ ଦେଖିପାରି ନ ଥିଲେ। ଧର୍ମଶାସ୍ତ୍ରରେ ଲେଖାଅଛି ଯେ, ହନୋକ ଈଶ୍ୱରଙ୍କ ନିକଟକୁ ଯିବା ପୂର୍ବରୁ ତାଙ୍କର ସନ୍ତୋଷଭାଜନ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ବିଶ୍ଵାସ ଦ୍ଵାରା ହନୋକ ମୃତ୍ୟୁ ଭୋଗ ନ କରି ଅନ୍ତର୍ହିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ଵର ତାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ଵରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ; Viz kapitolaଓଡିଆ ବାଇବେଲ5 ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଅନ୍ତର୍ହିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ୱର ତାଙ୍କୁ ଅନ୍ତର୍ହିତ କରିଥିଲେ । ସେ ଯେ ଈଶ୍ୱରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ; Viz kapitolaପବିତ୍ର ବାଇବଲ5 ବିଶ୍ୱାସ ହେତୁ ହନୋକଙ୍କୁ ଏହି ପୃଥିବୀରୁ ଉଠାଇ ନିଆ ହେଲା। ସେ କେବେବି ମୃତ୍ୟୁ ଅନୁଭବ କଲେ ନାହିଁ। ଶାସ୍ତ୍ର କୁହେ ଯେ, ହନୋକଙ୍କୁ ଉଠାଇ ନେଇ ଯିବା ପୂର୍ବରୁ ସେ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିଥିଲେ। ପରେ ଲୋକେ ତାହାଙ୍କୁ ଖୋଜି ପାରିଲେ ନାହିଁ, କାରଣ ପରମେଶ୍ୱର ହନୋକଙ୍କୁ ନିଜ ସହିତ ରହିବା ଲାଗି ନେଇଗଲେ। Viz kapitola |