ଏବ୍ରୀ 12:23 - ପବିତ୍ର ବାଇବଲ (CL) NT (BSI)23 ଈଶ୍ୱରଙ୍କ ଯେଉଁ ପ୍ରଥମ ଜାତ ସନ୍ତାନମାନଙ୍କର ନାମ ସ୍ୱର୍ଗରେ ଲିକିତ ହୋଇଛି, ତୁମ୍ଭେମାନେ ସେହିମାନଙ୍କର ଆନନ୍ଦୋତ୍ସବକୁ ଅସିଛ। ସମଗ୍ର ମାନବ ଜାତିର ବିଚାରକ ଈଶ୍ୱରଙ୍କ ନିକଟକୁ ଏବଂ ସିଦ୍ଧିପ୍ରାପ୍ତ ଧାର୍ମିକ ମନୁଷ୍ୟମାନଙ୍କର ଆତ୍ମାମାନଙ୍କ ନିକଟକୁ ତୁମ୍ଭେମାନେ ଆସିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସ୍ଵର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ତଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ଵର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ, Viz kapitolaଓଡିଆ ବାଇବେଲ23 ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ, Viz kapitolaପବିତ୍ର ବାଇବଲ23 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରଥମଜାତ ସନ୍ତାନମାନଙ୍କ ମିଳନ ସ୍ଥଳରେ ଆସି ପହଞ୍ଚିଛି। ସେମାନଙ୍କ ନାମ ସ୍ୱର୍ଗରେ ଲେଖା ରହିଛି। ସବୁଲୋକଙ୍କର ବିଗ୍ଭରପତି ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହୋଇ ସାରିଛନ୍ତି, ସେହିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭେମାନେ ଆସିଛ। Viz kapitola |