ଏବ୍ରୀ 12:5 - ପବିତ୍ର ବାଇବଲ (CL) NT (BSI)5 ଈଶ୍ୱର ତାଙ୍କ ସନ୍ତାନ ସ୍ୱରୂପେ ତୁମ୍ଭମାନଙ୍କୁ ଯେଉଁ ଉତ୍ସାହବାଣୀ ଶୁଣାଉଛନ୍ତି, ତାହା କ’ଣ ତୁମ୍ଭେମାନେ ଭୁଲି ଯାଇଛ? “ହେ ମୋର ପୁତ୍ର, ଈଶ୍ୱର ତୁମକୁ ଶାସନ କଲାବେଳେ ମନୋଯୋଗୀ ହୁଅ। ସେ ତୁମକୁ ଉର୍ତ୍ସାନାକଲାବେଳେ ନିରୁତ୍ସାହ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ଵା ତାହାଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳା; ହୁଅ ନାହିଁ; Viz kapitolaଓଡିଆ ବାଇବେଲ5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ; Viz kapitolaପବିତ୍ର ବାଇବଲ5 ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଗଣ ହୋଇଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ୱନାର ବାକ୍ୟ କୁହନ୍ତି। ତୁମ୍ଭେମାନେ ସେହି ବାକ୍ୟଗୁଡ଼ିକୁ ଭୁଲି ଯାଇଛ: “ହେ ମୋର ପୁତ୍ର! ଯେତେବେଳେ ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତି ଭାବ ନାହିଁ ଯେ ତାହା ମୂଲ୍ୟହୀନ, ଓ ଯେତେବେଳେ ପ୍ରଭୁ ତୁମ୍ଭର ସଂଶୋଧନ କରନ୍ତି ଚେଷ୍ଟା କରିବାରେ ନିରୁତ୍ସାହ ହୁଅ ନାହିଁ। Viz kapitola |