ଏବ୍ରୀ 12:6 - ପବିତ୍ର ବାଇବଲ (CL) NT (BSI)6 କାରଣ ଈଶ୍ୱର ଯାହାକୁ ପ୍ରେମ କରନ୍ତି ତାହାକୁ ଶାସନ କରନ୍ତି ଏବଂ ଯାହାକୁ ପୁତ୍ରବତ୍ ଗ୍ରହଣ କରନ୍ତି, ତାହାକୁ ଶାସ୍ତି ଦିଅନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି। Viz kapitolaଓଡିଆ ବାଇବେଲ6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।” Viz kapitolaପବିତ୍ର ବାଇବଲ6 ପ୍ରଭୁ ଭଲ ପାଉଥିବା ପ୍ରତ୍ୟେକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରତ୍ୟେକ ଲୋକକୁ ସେ ଶାସ୍ତି ଦିଅନ୍ତି।” Viz kapitola |