ଏବ୍ରୀ 12:8 - ପବିତ୍ର ବାଇବଲ (CL) NT (BSI)8 ତାଙ୍କର ଅନ୍ୟ ପୁତ୍ରମାନଙ୍କ ପରି ତୁମକୁ ଯଦି ତୁମ ପିତା ଶାସନ କରନ୍ତି ନାହିଁ, ତେବେ ତ ତୁମେ ପ୍ରକୃତ ପୁତ୍ର ନୁହଁ, ତୁମେ ଜାରଜ ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ। Viz kapitolaଓଡିଆ ବାଇବେଲ8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ। Viz kapitolaପବିତ୍ର ବାଇବଲ8 ପ୍ରତ୍ୟେକ ପୁତ୍ର ପିତା ଦ୍ୱାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭେମାନେ କେବେ ଦଣ୍ଡ ପାଇ ନାହଁ ପ୍ରତ୍ୟେକ ପୁତ୍ର ଦଣ୍ଡ ପାଇବା ଉଚିତ୍, ତାହାହେଲେ ତୁମ୍ଭେମାନେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ। Viz kapitola |