ଏବ୍ରୀ 13:10 - ପବିତ୍ର ବାଇବଲ (CL) NT (BSI)10 ଆମ୍ଭମାନଙ୍କର ଯେଉଁ ଦିବ୍ୟ ବେଦୀ ଅଛି, ସେଥିରେ ଥିବା ନୈବେଦ୍ୟ ଭୋଜନ କରିବାକୁ ଇହୁଦୀ ମହାଯାଜକମାନଙ୍କର ଅଧିକାର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଉଁ ଯଜ୍ଞ ବେଦିର ସାମଗ୍ରୀ ତମ୍ଵୁର ଉପାସକ-ମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ଯଜ୍ଞବେଦି ଅଛି। Viz kapitolaଓଡିଆ ବାଇବେଲ10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି। Viz kapitolaପବିତ୍ର ବାଇବଲ10 ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ। Viz kapitola |