ଏବ୍ରୀ 13:11 - ପବିତ୍ର ବାଇବଲ (CL) NT (BSI)11 ଇହୁଦୀ ମହାଯାଜକ ବଳି ଦିଆଯୋଇଥିବା ପଶୁର ରକ୍ତ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ ଉତ୍ସର୍ଗ କରିବାକୁ ମହାପବିତ୍ର ସ୍ଥାନକୁ ନେଇ ଯାଆନ୍ତି; କିନ୍ତୁ ଉକ୍ତ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ କରାଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ଯେଉଁସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ଵରୂପେ ମହାଯାଜକଙ୍କ ଦ୍ଵାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ। Viz kapitolaଓଡିଆ ବାଇବେଲ11 କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହି ସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ। Viz kapitolaପବିତ୍ର ବାଇବଲ11 ମହାଯାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନେଇ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହାରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ। Viz kapitola |