ଏବ୍ରୀ 13:13 - ପବିତ୍ର ବାଇବଲ (CL) NT (BSI)13 ତେଣୁ ଯିବା ଏବଂ ତାଙ୍କ ସହ ନିନ୍ଦା, ଅପମାନ ସହ୍ୟ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। Viz kapitolaଓଡିଆ ବାଇବେଲ13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। Viz kapitolaପବିତ୍ର ବାଇବଲ13 ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍। Viz kapitola |