ଏବ୍ରୀ 13:16 - ପବିତ୍ର ବାଇବଲ (CL) NT (BSI)16 ଅନ୍ୟମାନଙ୍କର ଉପକାର କରିବାକୁ ଓ ସେମାନଙ୍କୁ ସାହାଯ୍ୟ କରିବାକୁ ଭୁଲିଯାଅ ନାହିଁ, କାରଣ ଏହିସବୁ ହିଁ ଈଶ୍ୱରଙ୍କ ସନ୍ତୋଷଜନକ ବଳି, ସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ଵରଙ୍କର ପରମ ସନ୍ତୋଷ। Viz kapitolaଓଡିଆ ବାଇବେଲ16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ। Viz kapitolaପବିତ୍ର ବାଇବଲ16 ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି। Viz kapitola |