ଏବ୍ରୀ 13:19 - ପବିତ୍ର ବାଇବଲ (CL) NT (BSI)19 ପୁଣି, ଈଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ପଠାଇ ଦିଅନ୍ତୁ, ତୁମ୍ଭେମାନେ ମୋ’ ପାଇଁ ଏହି ପ୍ରାର୍ଥନା କରୁଥାଅ। ଏହା ତୁମ୍ଭମାନଙ୍କ ନିକଟରେ ମୋର ଆନ୍ତରିକ ନିବେଦନ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି। Viz kapitolaଓଡିଆ ବାଇବେଲ19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି। Viz kapitolaପବିତ୍ର ବାଇବଲ19 ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ତୁମ୍ଭେମାନେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ୱର ମୋତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶେଷ ଭାବରେ ଗ୍ଭହେଁ। Viz kapitola |