ଏବ୍ରୀ 13:23 - ପବିତ୍ର ବାଇବଲ (CL) NT (BSI)23 ଆମ ଭାଇ ତୀମଥି କାରାଗାରରୁ ମୁକ୍ତି ପାଇଛନ୍ତି ବୋଲି ଜାଣିବ। ସେ ଯଦି ଶୀଘ୍ର ଆସନ୍ତି, ତେବେ ମୁଁ ତାଙ୍କୁ ସଙ୍ଗରେ ନେଇ ତୁମ୍ଭମାନଙ୍କ ନିକଟକୁ ଯିବି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇଅଛନ୍ତି ବୋଲି ଜାଣିବ; ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି। Viz kapitolaଓଡିଆ ବାଇବେଲ23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି। Viz kapitolaପବିତ୍ର ବାଇବଲ23 ଆମ୍ଭ ଭାଇ ତୀମଥି ବନ୍ଦୀଗୃହରୁ ମୁକ୍ତ ହୋଇ ଅଛନ୍ତି, ଏହା ତୁମ୍ଭେମାନେ ଜାଣ ବୋଲି ମୋର ଇଚ୍ଛା। ଯଦି ସେ ମୋ’ ପାଖକୁ ଶୀଘ୍ର ଆସନ୍ତି, ତା'ହେଲେ ଆମ୍ଭେ ଦୁହେଁ ତୁମ୍ଭମାନଙ୍କୁ ଦେଖା କରିବାକୁ ଆସିବୁ। Viz kapitola |