ଏବ୍ରୀ 2:15 - ପବିତ୍ର ବାଇବଲ (CL) NT (BSI)15 ଏହାଦ୍ୱାରା ଅଜୀବନ ମୃତ୍ୟୁ ଭୟରୂପ ଦାସତ୍ୱ ବନ୍ଧନରେ ଥିବା ମନୁଷ୍ୟମାନଙ୍କୁ ସେ ମୁକ୍ତି ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। Viz kapitolaଓଡିଆ ବାଇବେଲ15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। Viz kapitolaପବିତ୍ର ବାଇବଲ15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। Viz kapitola |