Online Bible

- Reklamy -




ଏବ୍ରୀ 2:8 - ପବିତ୍ର ବାଇବଲ (CL) NT (BSI)

8 ଏବଂ ସମସ୍ତ ବିଷୟ ଉପରେ କର୍ତ୍ତୃତ୍ୱ ଦେଇଛ।” ଏଠାରେ ଲେଖାଅଛି, ଈଶ୍ୱର ମନୁଷ୍ୟକୁ “ସମସ୍ତ ବିଷୟ ଉପରେ କତ୍ତ୍ୱର୍ତ୍ୱ ଦେଇଛନ୍ତି।” ଏଥିରୁ ସୁସ୍ପଷ୍ଟ ଯେ, ସମସ୍ତ ବିଷୟ ତାହାର ଆଧିପତ୍ୟର ଅନ୍ତର୍ଭୁକ୍ତ। ଅବଶ୍ୟ ଆମେ ଜାଣୁ, ମନୁଷ୍ୟ ବର୍ତ୍ତମାନ ସମସ୍ତ ବିଷୟ ଉପରେ ଅଧିପତ୍ୟ କରୁନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ତାହାର ପଦ ତଳେ ସମସ୍ତ ବିଷୟ ଅଧୀନ କରି ରଖିଅଛ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ଅବଶୀଭୂତ କରି ଛାଡ଼ି ନାହାନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,

Viz kapitola kopírovat

ଓଡିଆ ବାଇବେଲ

8 ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପଦ ତଳେ ରଖିଅଛ ।'' ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାଁନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପାଦ ତଳେ ରଖିଅଛ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,

Viz kapitola kopírovat

ପବିତ୍ର ବାଇବଲ

8 ଓ ପ୍ରତ୍ୟେକ ବିଷୟ ତା’ ନିୟନ୍ତ୍ରଣରେ ରଖିଅଛ।” ଯଦି ପରମେଶ୍ୱର ପ୍ରତ୍ୟେକ ବିଷୟକୁ ତା'ର ବଶୀଭୂତ କଲେ, ତାହାହେଲେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାଙ୍କ ନିୟନ୍ତ୍ରଣାଧୀନ ନୁହେଁ। କିନ୍ତୁ ଆମ୍ଭେ ଏବେ ସୁଦ୍ଧା ପ୍ରତ୍ୟେକ ବିଷୟ ଉପରେ ତାହାଙ୍କୁ କର୍ତ୍ତୃତ୍ୱ କରିବା ଦେଖି ପାରୁ ନାହୁଁ।

Viz kapitola kopírovat




ଏବ୍ରୀ 2:8

Následuj nás:

Reklamy


Reklamy