ଏବ୍ରୀ 4:6 - ପବିତ୍ର ବାଇବଲ (CL) NT (BSI)6 ଯେଉଁମାନେ ପ୍ରଥମେ ସୁସମାଚାର ଶୁଣିଥିଲେ, ନିଜର ଅବିଶ୍ୱାସ ହେତୁ ସେହି ବିଶ୍ରାମ ଲାଭ କରିବାକୁ ଅସମର୍ଥ ହୋଇଥିଲେ। ଏବେ, ଅନ୍ୟମାନେ ସେହି ବିଶ୍ରାମ ଲାଭ କରିବାକୁ ସୁଯୋଗ ପାଉଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର ଏବ୍ରୀ. ୩:୧୮,୧୯ Viz kapitolaଓଡିଆ ବାଇବେଲ6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର Viz kapitolaପବିତ୍ର ବାଇବଲ6 ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’ ନିରୂପଣ କଲେ। Viz kapitola |