ଏବ୍ରୀ 5:3 - ପବିତ୍ର ବାଇବଲ (CL) NT (BSI)3 ପୁଣି, କେବଳ ଯେ ଅନ୍ୟମାନଙ୍କ ପାପ ନିନ୍ତେ ତାଙ୍କୁ ବଳି ଉତ୍ସର୍ଗ କରିବାକୁ ହୁଏ, ତା’ ନୁହେଁ, ମାତ୍ର ତାଙ୍କ ନିଜର ପାପ ପାଇଁ ମଧ୍ୟ ତାଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ିଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ। Viz kapitolaଓଡିଆ ବାଇବେଲ3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ। Viz kapitolaପବିତ୍ର ବାଇବଲ3 ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍। Viz kapitola |