ଏବ୍ରୀ 5:4 - ପବିତ୍ର ବାଇବଲ (CL) NT (BSI)4 କେହି ନିଜେ ନିଜକୁ ମହାଯାଜକର ସମ୍ମାନାସ୍ପଦ ପଦରେ ନିଯୁକ୍ତ କରିପାରେ ନାହିଁ। ହାରଣଙ୍କ ପରି ଯେ କେବଳ ଈଶ୍ୱରଙ୍କ ଦ୍ୱାରା ଆହୁତ, ସେ ମହାଯାଜକ ପଦ ଲାଭ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ଵରଙ୍କ କର୍ତ୍ତୃକ ଆହୂତ ହେବା ଆବଶ୍ୟକ। Viz kapitolaଓଡିଆ ବାଇବେଲ4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ। Viz kapitolaପବିତ୍ର ବାଇବଲ4 ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ। Viz kapitola |